Matthew 18:8 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତବେେ ତାକୁ କାଟି ଫିଙ୍ଗି ଦିଅ। ଦୁଇହାତ ଓ ଦୁଇଗୋଡ଼ ଥାଇ ଚ଼ିରକାଳ ଜଳୁଥିବା ନର୍କର ନିଆଁ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନଥାଇ ଅନନ୍ତଜୀବନ ମଧିଅରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନ; ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି ତୁମର ହାତ ବା ପାଦ ଯୋଗୁଁ ତୁମେ ବିଶ୍ୱାସ ହରାଅ, ତେବେ ତାକୁ କାଟି ଫୋପାଡ଼ି ଦିଅ। ଦୁଇଟି ହାତ ଓ ଦୁଇଟି ପାଦ ଥାଇ ଚିର ଜ୍ୱଳନ୍ତ ଅଗ୍ନିରେ ନିକ୍ଷିୟ ହେବାଠାରୁ ଗେଟିଏ ହାତ ବା ଗୋଟିଏ ପାଦବିହୀନ ହୋଇ ଅନନ୍ତ ଜୀବନରେ ପ୍ରବେଶ କରିବା ଶ୍ରେୟସ୍ଳର।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚೊ ಹಾತ್ ನಾಹೊಲ್ಯಾರ್ ಪಾಯ್ ವಿಶ್ವಾಸ್ ಕಳ್ದುನ್ ಘೆವ್ಕ್ ಕಾರನ್ ಹೊತಾ ಹೊಲ್ಯಾರ್, ತೊ ಕಾತ್ರುನ್ ಧುರ್ ನ್ಹೆವ್ನ್ ಟಾಕಾ! ದೊನಿಬಿ ಹಾತಾ ನಾಹೊಲ್ಯಾರ್ ಪಾಯಾ ಘೆವ್ನ್ ತುಮಿ ಕನ್ನಾಬಿ ಇಜಿನಸಲ್ಲ್ಯಾ ಆಗಿತ್ ಜಾತಾಲ್ಯಾಚ್ಯಾನ್ಕಿ, ಎಕ್ ಹಾತ್ ನಾ ತರ್ ಪಾಯ್ ನಸ್ತಾನಾ ಕನ್ನಾಚ್ ಮರಾನ್ ನಸಲ್ಲ್ಯಾ ಜಿವನಾಕ್ ಗೆಲ್ಲೆ ಕವ್ಡೆಕಿ ಬರೆ.