Matthew 19:1 — Compare Translations

7 translations compared side by side

Odia - 1840
"ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍‌ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହି ସମସ୍ତ କଥା ସମାପ୍ତ କଲା ଉତ୍ତାରେ ଗାଲିଲୀରୁ ପ୍ରସ୍ଥାନ କରି ଯର୍ଦ୍ଦନ ପରପାର ଦେଇ ଯିହୁଦାର ସୀମାରେ ଉପସ୍ଥିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହିସବୁ କଥା କହି ସାରିବା ପରେ ଗାଲିଲୀ ଛାଡ଼ି ଯର୍ଦ୍ଦନ ନଦୀର ଆରପାରିରେ ଥିବା ଯିହୂଦା ଅଞ୍ଚଳକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିବାହ ବିଚ୍ଛେଦ ବିଷୟରେ ଶିକ୍ଷା ଦେଲେ ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦନର ଆରପାରରେ ଥିବା ଯିହୂଦା ସୀମାରେ ଉପସ୍ଥିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ ಜೆಜು ಗಾಲಿಲಿಯಾ ಸೊಡುನ್ ಜೊರ್ದಾನ್ ನ್ಹಯ್ಚ್ಯಾ ತಿಕುಲ್ಯಾ ಬಾಜುಕ್ ಹೊತ್ತ್ಯಾ ಜುದೆಯಾ ಮನ್ತಲ್ಯಾ ಪ್ರಾಂತ್ರ್ಯಾಕ್ ಯೆವ್ನ್ ಪಾವ್ಲೊ.