Matthew 19:11 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ବିବାହ ସମ୍ବନ୍ଧ ରେ ଏହି ଉପଦେଶ ପ୍ରେତ୍ୟକକ ଲୋକ ଗ୍ରହଣ କରି ପାରିବନୋହିଁ। ଯେଉଁମାନଙ୍କୁ ପରମେଶ୍ବର ଏହି କ୍ଷମତା ଦଇେଛନ୍ତି, କବଳେ ସହେିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଏ ଶିକ୍ଷା ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ ନୁହେଁ। ଈଶ୍ୱରଙ୍କ ଦ୍ୱାରା ଯେଉଁମାନଙ୍କୁ ଏହା ପ୍ରଦତ୍ତ ହୋଇଛି, କେବଳ ସେମାନେ ଏହା ଗ୍ରହଣ କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ବିବାହ ସମ୍ବନ୍ଧରେ ଏହି ଉପଦେଶ ପ୍ରତ୍ୟେକ ଲୋକ ଗ୍ରହଣ କରି ପାରିବେ ନାହିଁ। ଯେଉଁମାନଙ୍କୁ ପରମେଶ୍ୱର ଏହି କ୍ଷମତା ଦେଇଛନ୍ତି, କେବଳ ସେହିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ,“ಹೆ ಮಿಯಾ ಶಿಕ್ವುತಲೆ ಸಗ್ಳ್ಯಾಕ್ನಿಬಿ ಸಮಂದ್ ಪಡಿನಾ, ಜೆ ಕೊನಾಕ್ ದೆವಾನ್ ತೆ ದಿಲ್ಯಾನಾಯ್, ತೆಂಕಾ ಎವ್ಡೆಚ್ ಸಮಂದ್ ಪಡ್ತಾ.