Matthew 19:13 — Compare Translations

7 translations compared side by side

Odia - 1840
"ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ଥୋଇ ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ । ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରିବା ପାଇଁ କେତେକ ଲୋକ ସେମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ସେହି ଲୋକମାନଙ୍କୁ ଶିଷ୍ୟମାନେ ଧମକ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପିଲାମାନଙ୍କୁ ସ୍ୱାଗତ କଲେ ତା’ପରେ ଲୋକମାନେ କେତେକ ପିଲାଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ, ଯେପରି ଯୀଶୁ ସେମାନଙ୍କ ଉପରେ ଆପଣା ହାତ ରଖି ପାରିବେ ଓ ସେମାନଙ୍କ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ଧମକ ଦେଇ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ । ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾಸ್ಯಾ ಲೊಕಾನಿ ಪೊರಾಂಚ್ಯಾ ವರ್‍ತಿ ಹಾತ್ ಥವ್ನ್ ಮಾಗ್ನಿ ಕರುನ್ ಘೆವ್‍ಸಾಟ್ನಿ ಮನುನ್ ಜೆಜುಕ್ಡೆ ಯೆಲ್ಯಾನಿ. ಖರೆ ಶಿಸಾನಿ ಲೊಕಾಕ್ನಿ ಅಡ್ವುಲ್ಯಾನಿ.