Matthew 19:14 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ପିଲାମାନଙ୍କୁ ମାେ ପାଖକୁ ଆସିବାକୁ ଦିଅ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ବର୍ଗରାଜ୍ଯ ସହେିମାନଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋʼ ନିକଟକୁ ଆସିବାକୁ ମନା କର ନାହିଁ, କାରଣ ସ୍ଵର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ବାଧା ଦିଅ ନାହିଁ। କାରଣ ଏମାନେ ସ୍ୱର୍ଗରାଜ୍ୟର ଅଧିକାରୀ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ,“ಬಾರಿಕ್ ಪೊರಾಕ್ನಿ ಮಾಜೆಕ್ಡೆ ಯೆವ್ಕ್ ಸೊಡಾ, ತೆಂಕಾ ಅಡ್ವುನಕಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ಗಾಚೆ ರಾಜ್ ಬಾರಿಕ್ ಪೊರಾಂಚ್ಯಾ ಸರ್ಕೆ ಹೊತ್ತ್ಯಾಂಚೆಚ್.” ಮಟ್ಲ್ಯಾನ್ ಅನಿ,