Matthew 19:16 — Compare Translations

7 translations compared side by side

Odia - 1840
"ଜଣେ ଲୋକ ଆସି ଯୀଶୁଙ୍କୁ ପଚ଼ରିଲେ, ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନ; ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଜଣେ ଯୁବକ ଯୀଶୁଙ୍କ ନିକଟକୁ ଆସି ପଚାରିଲା, “ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ କି ସତ୍କର୍ମ କରିବାକୁ ହେବ?”
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଧନୀଲୋକ ଯୀଶୁଙ୍କୁ ଅନୁସରଣ କରିବା ପାଇଁ ମନାକଲା ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಾ ಎಕ್ ಮಾನುಸ್ ಜೆಜುಕ್ಡೆ ಯೆಲೊ. ಅನಿ “ಗುರುಜಿ, ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಮಾಕಾ ಗಾವುಚೆ ಮಟ್ಲ್ಯಾರ್ ಮಿಯಾ ಕಾಯ್ ಬರೆ ಕಾಮ್ ಕರುಚೆ?” ಮನುನ್ ಇಚಾರ್‍ಲ್ಯಾನ್.