Matthew 19:17 — Compare Translations
7 translations compared side by side
Odia - 1840
"ଯୀଶୁ ସେ ଲୋକକୁ ପଚ଼ାରିଲେ, ଭଲ କାମ ବିଷୟ ରେ ମାେତେ କାହିଁକି ପଚ଼ାରୁଛ? ଭଲ ତ କବଳେ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ବର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଚ଼ାହୁଁଛ, ତବେେ ଆଦେଶଗୁଡ଼ିକ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ସତ୍କର୍ମ ବିଷୟରେ ମୋତେ କାହିଁକି ପଚାରୁଛ? ଈଶ୍ୱର ହିଁ ସତ୍। ତାଙ୍କର ଆଜ୍ଞା ସବୁ ପାଳନ କଲେ, ଅନନ୍ତ ଜୀବନ ଲାଭ କରିପାରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
Odia IRV 2017 (ଓଡିଆ ବାଇବେଲ)
ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ಬರೆ ಕಾಮಾಚ್ಯಾ ವಿಶಯಾತ್ ಮಾಕಾ ಕಶ್ಯಾಕ್ ಇಚಾರ್ತೆ? ಬರೊ ಮನುನ್ ಹೊತ್ತೊ ದೆವ್ ಎಕ್ಲೊಚ್. ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವುಚೆ ತರ್, ಜಾ ಅನಿ ಖಾಯ್ದೆ ಪಾಳ್.” ಮನುನ್ ಜಬಾಬ್ ದಿಲ್ಯಾನ್.