Matthew 19:2 — Compare Translations
7 translations compared side by side
Odia - 1840
"ଅନକେ ଲୋକ ତାହାଙ୍କୁ ଅନୁସରଣ କଲେ। ସଠାେରେ ଯୀଶୁ ରୋଗୀଲୋକମାନଙ୍କୁ ସୁସ୍ଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବହୁସଂଖ୍ୟାରେ ଲୋକମାନେ ତାକୁ ଅନୁସରଣ କଲେ ଏବଂ ସେ ଅନେକ ରୋଗୀଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಂಚೊ ಎಕ್ ಮೊಟೊ ತಾಂಡೊ ತೆಚ್ಯಾ ಫಾಟ್ನಾ ಹೊತ್ತೊ, ತೆನಿ ಥೈ ಶಿಕ್ ಹೊತ್ತ್ಯಾ ಲೊಕಾಕ್ನಿ ಗುನ್ ಕರ್ಲ್ಯಾನ್.