Matthew 19:22 — Compare Translations

7 translations compared side by side

Odia - 1840
"ୟୁବକଟି ଏକଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖ ରେ ରଖିବାକୁ ଚ଼ାହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଚ଼ାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏ କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁବକଟି ଏହା ଶୁଣି ବିଷଣ୍ଣ ହୋଇ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ತ್ಯಾ ದಾಂಡ್ಗ್ಯಾ ಮಾನ್ಸಾಕ್ ಲೈ ಬೆಜಾರ್ ಹೊಲೊ ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಲೈ ಸಾವ್ಕಾರ್ ಹೊತ್ತೊ.