Matthew 19:24 — Compare Translations
7 translations compared side by side
Odia - 1840
"ହଁ, ମୁଁ ତୁମ୍ଭକୁ କହୁଛି ଯେ ଜଣେ ଧନୀ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତ ରେ ଗଳିୟିବା ବରଂ ସହଜ। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁନର୍ବାର କହି ରଖୁଛି, ସୂଚୀ ରନ୍ଧ୍ରଦେଇ ଓଟ ପ୍ରବେଶ କରିବା ଅପେକ୍ଷା ଧନୀ ଲୋକ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅଧିକ କଠିନ।”
Odia Bible ERV 2004 (ପବିତ୍ର ବାଇବଲ)
ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಿಯಾ ಸಾಂಗ್ತಾ, ಎಕ್ ಒಂಟೆ ಎಕ್ ಸುಯೆಚ್ಯಾ ಡೊಳ್ಯಾತ್ನಾ ಪಾರ್ ಹೊಯ್ಲ್, ಖರೆ ಎಕ್ ಸಾವ್ಕಾರ್ ಮಾನುಸ್ ದೆವಾಚ್ಯಾ ರಾಜಾತ್ ಗುಸುಚೆ ಮಟ್ಲ್ಯಾರ್ ತೆಕಾ ಲೈ ತರಾಸ್ ಹಾಯ್.” ಮಟ್ಲ್ಯಾನ್.