Matthew 19:26 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ସମସ୍ତ ସାଧ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ଆଡ଼େ ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, “ମନୁଷ୍ୟ ପକ୍ଷରେ ଏହା ଅସମ୍ଭବ ହୋଇପାରେ, କିନ୍ତୁ ଈଶ୍ୱରଙ୍କ ପକ୍ଷରେ ସବୁକିଛି ସମ୍ଭବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ସବୁକିଛି ସମ୍ଭବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ನಿಟ್ಟ್ ತೆಂಚೆಕ್ಡೆ ಬಗಟ್ಲ್ಯಾನ್, ಅನಿ,“ ಮಾನ್ಸಾಕ್ ಹೆ ಕರುಕ್ ಹೊಯ್ನಾ ತೆ ಖರೆ ಹಾಯ್, ಖರೆ ದೆವಾಕ್ ಸಗ್ಳೆ ಕರುಕ್ ಹೊತಾ.” ಮನುನ್ ಸಾಂಗಟ್ಲ್ಯಾನ್.