Matthew 19:28 — Compare Translations
7 translations compared side by side
Odia - 1840
"ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ଯ ପୁତ୍ର ତାହାଙ୍କର ମହାନ ସିଂହାସନ ପାଖ ରେ ବସିବ ଓ ତୁମ୍ଭମାନେେ ମଧ୍ଯ ଯେଉଁମାନେ ମାେତେ ଅନୁସରଣ କରୁଛ, ସିଂହାସନ ପାଖ ରେ ବସିବ। ତୁମ୍ଭମାନେେ ବାରଟି ସିଂହାସନ ଉପରେ ବସିବ ଏବଂ ଇଶ୍ରାୟେଲର ବାରଟି ବଂଶର ଲୋକମାନଙ୍କର ବିଚ଼ାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ଵାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଏକଥା ନିଶ୍ଚିତ ବୋଲି ଜାଣିବ, ନୂତନ ଯୁଗରେ ଯେତେବେଳେ ମନୁଷ୍ୟପୁତ୍ର ତାଙ୍କର ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ, ସେତେବେଳେ ମୋର ଏହି ବାର ଶିଷ୍ୟ ମଧ୍ୟ ବାରଟି ସିଂହାସନରେ ବସି ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ରାଜତ୍ୱ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ୟପୁତ୍ର ତାହାଙ୍କର ମହାନ ସିଂହାସନ ପାଖରେ ବସିବେ ଓ ତୁମ୍ଭେମାନେ ମଧ୍ୟ ଯେଉଁମାନେ ମୋତେ ଅନୁସରଣ କରୁଛ, ସିଂହାସନ ପାଖରେ ବସିବ। ତୁମ୍ଭେମାନେ ବାରଟି ସିଂହାସନ ଉପରେ ବସିବ ଏବଂ ଇସ୍ରାଏଲର ବାରଟି ବଂଶର ଲୋକମାନଙ୍କର ବିଗ୍ଭର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಮಾನ್ಸಾಚೊ ಲೆಕ್ ಮಹಿಮೆನ್ ಅಪ್ನಾಚ್ಯಾ ಸಿವಾಸನಾ ವರ್ತಿ ಬಸಲ್ಲ್ಯಾ ತನ್ನಾ ಸಗ್ಳೆ ನ್ಹವೆ ಕರ್ತಾ. ತನ್ನಾ ತುಮಿ ಬಾರಾ ಜಾನಾ ಮಾಜ್ಯಾ ವಾಂಗ್ಡಾ ಹೊತ್ತೆ ಇಸ್ರಾಯೆಲಾಚ್ಯಾ ಬಾರಾ ಘರಾನ್ಯಾಂಚ್ಯಾ ವರ್ತಿ ರಾಜ್ ಚಾಲ್ವುಕ್ ಬಾರಾ ಸಿವಾಸನಾಂಚ್ಯಾ ವರ್ತಿ ಬಸ್ತ್ಯಾಶಿ.