Matthew 19:29 — Compare Translations

7 translations compared side by side

Odia - 1840
"ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭ୍ରାତା କି ଭଗ୍ନୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି ଅନ; ଜୀବନର ଅଧିକାରୀ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ମୋ’ ଲାଗି ନିଜର ଘର, ଭାଇ ଭଉଣୀ, ବାପା, ମାଆ, ସନ୍ତାନସନ୍ତତି ବା ଜମିବାଡ଼ି ଛାଡ଼ିଛନ୍ତି, ସେମାନେ ତାହାର ଶହେଗୁଣ ପାଇବେ; ପୁଣି ଅନନ୍ତ ଜୀବନ ମଧ୍ୟ ଲାଭ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜೆಸಾಟಿ ಜೆ ಕೊನ್ ಘರಾಕ್ನಿ, ಭಾವಾಕ್ನಿ, ಭೆನಿಯಾಕ್ನಿ, ಬಾಬಾಕ್, ಬಾಯ್ಕ್, ಪೊರಾಕ್ನಿ, ಶೆತಾಕ್ನಿ ಸೊಡ್ತಾ, ತೆಂಕಾ ಸೆಂಬರ್ ವಾಟ್ಯಾನಿ ಘೆತಾ, ಅನಿ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್‍ಬಿ ತೆಕಾ ದಿವ್ನ್ ಹೊತಾ.