Matthew 19:3 — Compare Translations

7 translations compared side by side

Odia - 1840
"କେତକେ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଜଣେ ପୁରୁଷ କୌଣସି କାରଣରୁ ତାର ସ୍ତ୍ରୀକୁ ଛାଡି ଦବୋ ନ୍ଯାୟସଙ୍ଗତ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀକି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
Odia BSI (ପବିତ୍ର ବାଇବଲ (CL) NT (BSI))
କେତେଜଣ ଫାରୁଶୀ ତାଙ୍କ ନିକଟକୁ ଆସି ତାଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେମାନେ ତାଙ୍କୁ ପଚାରିଲେ, “ଆମ ଧର୍ମର ବ୍ୟବସ୍ଥା ଅନୁଯାୟୀ ଜଣେ ଯେ କୌଣସି କାରଣରୁ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ କି?”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା’ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆಸೆ ಫಾರಿಜೆವ್ ತೆಚೆಕ್ಡೆ ಯೆಲೆ. ಅನಿ ತೆಕಾ ಚುಕೆತ್ ಪಾಡ್ವುಸಾಟ್ನಿ ಮನುನ್, “ಅಮ್ಚ್ಯಾ ಖಾಯ್ದ್ಯಾ ಪರ್‍ಕಾರ್, ಕಸ್ಲ್ಯಾಬಿ ಕಾರನಾಕ್ ಲಾಗುನ್ ಎಕ್ ಘೊಮನ್ಸಾನ್ ಅಪ್ನಾಚ್ಯಾ ಬಾಯ್ಕೊಕ್ ಸೊಡ್ ಪತ್ತರ್ ದಿವ್ಕ್ ಹೊತಾ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನಿ.