Matthew 19:30 — Compare Translations

7 translations compared side by side

Odia - 1840
"କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନ ରେ ଅଛନ୍ତି, ଭବିଷ୍ଯତ ରେ ସମାନଙ୍କେ ଭିତରୁ ବହୁତ ଲୋକ ଶଷେ ସ୍ଥାନ ରେ ରହିଯିବେ। ଏବଂ ଏବେ ଶଷେ ସ୍ଥାନ ରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ଯତ ରେ ପ୍ରଥମସ୍ଥାନ ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବର୍ତ୍ତମାନ ଯେଉଁମାନେ ଆଗରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ପଛରେ ପଡ଼ିଯିବେ ଏବଂ ଯେଉଁମାନେ ପଛରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଆଗକୁ ଚାଲିଯିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନରେ ଅଛନ୍ତି, ଭବିଷ୍ୟତରେ ସେମାନଙ୍କ ଭିତରୁ ବହୁତ ଲୋକ ଶେଷ ସ୍ଥାନରେ ରହିଯିବେ। ଏବଂ ଏବେ ଶେଷ ସ୍ଥାନରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ୟତରେ ପ୍ରଥମସ୍ଥାନ ଲାଭ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಫಿಡೆ ಹೊತ್ತಿ ಲೈ ಲೊಕಾ ಫಾಟಿಕ್ಡೆ ಹೊತ್ಯಾತ್, ಅನಿ ಫಾಟಿಕ್ಡೆ ಹೊತ್ತಿ ಲೊಕಾ ಫಿಡೆ ಹೊತ್ಯಾತ್.” ಮನುನ್ ಸಾಂಗಟ್ಲ್ಯಾನ್.