Matthew 19:4 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଶାସ୍ତ୍ରରେ ପଢ଼ିନାହଁ କି, ଆଦ୍ୟରେ ସୃଷ୍ଟିକର୍ତ୍ତା ମନୁଷ୍ୟକୁ ନର ଓ ନାରୀ ରୂପେ ସୃଷ୍ଟି କରିଥିଲେ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, ತುಮಿ ಪವಿತ್ರ್ ಪುಸ್ತಕಾತ್. ರಚ್ತಲ್ಯಾನ್ ಅದ್ದಿ ರಚ್ತಾನಾ ಬಾಯ್ಕೊಮನುಸ್, ಅನಿ ಘೊಮನುಸ್ ಮನುನ್ ರಚ್ಲ್ಯಾನ್, ಮನುನ್ ವಾಚ್ವುಕ್‍ನ್ಯಾಶಿ ಕಾಯ್?