Matthew 19:5 — Compare Translations

7 translations compared side by side

Odia - 1840
"ପରମେଶ୍ବର କହିଲେ, 'ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହବେ, ଏବଂ ସେ ଦୁଇଜଣ ଏକ ହାଇଯେିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଈଶ୍ୱର କହିଥିଲେ, “ଏଥିପାଇଁ ପୁରୁଷ ତା’ ପିତାମାତାଠାରୁ ବିଚ୍ଛିନ୍ନ ହୋଇ ତାହାର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେମାନେ ଉଭୟେ ଏକ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
Odia IRV 2017 (ଓଡିଆ ବାଇବେଲ)
ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವ್ ಮನ್ತಾ,ಹೆಚೆಸಾಟ್ನಿ ಎಕ್ ಘೊಮನುಸ್ ಅಪ್ನಾಚ್ಯಾ ಬಾಯ್ಕ್, ಅನಿ ಬಾಬಾಕ್ ಸೊಡ್ತಾ, ಅನಿ ಅಪ್ನಾಚ್ಯಾ ಬಾಯ್ಕೊಕ್ಡೆ ಎಕ್ ಹೊತಾ, ಅನಿ ತೆನಿ ದೊಗೆಬಿ ಎಕುಚ್ ಆಂಗ್ ಹೊತ್ಯಾತ್.