Matthew 19:6 — Compare Translations

7 translations compared side by side

Odia - 1840
"ତେଣୁ ସ୍ବାମୀ ସ୍ତ୍ରୀ ଦୁଇଜଣ ହାଇେ ରହନ୍ତି ନାହିଁ ମାତ୍ର ସମାନେେ ଏକ ହାଇେ ଯାଆନ୍ତି। ପରମେଶ୍ବର ସମାନଙ୍କେୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସମାନଙ୍କେୁ ଅଲଗା ନକରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆଉ ପୃଥକ୍ ନୁହଁନ୍ତି, ସେମାନେ ଅଭିନ୍ନ। ଯେଉଁମାନଙ୍କୁ ଈଶ୍ୱର ସଂଯୁକ୍ତ କରିଛନ୍ତି, ମନୁଷ୍ୟ ସେମାନଙ୍କୁ ବିଚ୍ଛିନ୍ନ କରିବା ଅନୁଚିତ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ, ಅನಿ ಫಿಡೆ ದೊಗೆ ನ್ಹಯ್ ಎಕುಚ್ ಆಂಗ್. ಅಶೆ ರ್‍ಹಾತಾನಾ ದೆವಾನ್ ಜೊಡಲ್ಲೆ ಖಲ್ಯಾಬಿ ಮಾನ್ಸಾನ್ ಎಗ್ಳುಕ್ ಹೊಯ್ನಾ.