Matthew 19:7 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ପଚ଼ାରିଲେ, ତବେେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦଇେ ପାରିବ ବୋଲି ମାଶାେ କାହିଁକି ଆଦେଶ ଦଇେଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ପୁଣି ପଚାରିଲେ, “ତାହାହେଲେ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପରିତ୍ୟାଗ କରିବା ପାଇଁ ମୋଶା କାହିଁକି ବ୍ୟବସ୍ଥା କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾನಿ,“ತರ್ ಎಕ್ ಘೊಮನ್ಸಾನ್ ಸೊಡ್ ಚಿಟಿ ಲಿವ್ನ್ ದಿವ್ನ್ ಅಪ್ನಾಚ್ಯಾ ಬಾಯ್ಕೊಕ್ ಸೊಡುಕ್ ಹೊತಾ ಮನುನ್ ಮೊಯ್ಜೆನ್ ಅಪ್ನಾಚ್ಯಾ ಖಾಯ್ದ್ಯಾತ್ನಿ ಕಶ್ಯಾಕ್ ಲಿವ್ನ್ ಥವ್ಲ್ಯಾನಾಯ್?” ಮನುನ್ ಇಚಾರ್ಲ್ಯಾನಿ.