Matthew 19:8 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ପରମେଶ୍ବରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମାଶାେ ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦବୋକୁ ଅନୁମତି ଦଇେଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦବୋପାଇଁ ଅନୁମତି ଦିଆଯାଇ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀକି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଲାଗି ମୋଶା ସେପରି କରିଥିଲେ। କିନ୍ତୁ ଆଦ୍ୟ ସୃଷ୍ଟି ସମୟରେ ଏଭଳି ବ୍ୟବସ୍ଥା ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ತುಮ್ಚ್ಯಾ ಮಂಡ್‍ಪಾನಾಕ್ ಲಾಗುನ್ ಮೊಯ್ಜೆನ್ ತುಮ್ಕಾ ಸೊಡ್ ಪತ್ತರ್ ದಿವ್ನ್ ಬಾಯ್ಕೊಕ್ ಸೊಡುಕ್ ಹೊತಾ ಮನುನ್ ಸಾಂಗಲ್ಲೆ, ಖರೆ ರಚ್ತಲ್ಯಾ ಏಳಾರ್ ಹೆ ತಸೆ ನತ್ತೆ.”