Matthew 19:9 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ଅନ୍ୟଜଣେ ସ୍ତ୍ରୀ ଲୋକକୁ ବିବାହ କରେ, ତବେେ ସେ ବ୍ଯଭିଚ଼ାର ପାପରେ ଦୋଷୀ ସାବ୍ଯସ୍ତ ହୁଏ। ଯଦି ପ୍ରଥମେ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ୟୌନ-ସମ୍ପର୍କ ରହିଥାଏ, ସହେି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପୁଣି ଥରେ ବିବାହ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସୁତରାଂ ମୁଁ ତୁମକୁ କହୁଛି ଯେ, କେହି ତା’ ସ୍ତ୍ରୀକୁ ବ୍ୟଭିଚାର ଅପରାଧ ଛଡ଼ା ଅନ୍ୟ କୌଣସି କାରଣରୁ ଛାଡ଼ପତ୍ର ଦେଇ ଅନ୍ୟ ସ୍ତ୍ରୀକୁ ବିବାହ କରେ, ସେ ନିଜେ ବ୍ୟଭିଚାରୀ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತುಮ್ಕಾ ಸಾಂಗ್ತಾ, ಎಕ್ ಮಾನುಸ್ ಅಪ್ನಾಚಿ ಬಾಯ್ಕೊ ದುಸ್ರ್ಯಾಚ್ಯಾ ವಾಂಗ್ಡಾ ಬುರ್ಸೊ ಸಮಂದ್ ಅಸಲ್ಲ್ಯಾ ಕಾರನಾಕ್ ಸೊಡುನ್, ದುಸ್ರ್ಯಾ ಕಸ್ಲ್ಯಾಬಿ ಕಾರನಾಸಾಟಿ ತೊ ಅಪ್ನಾಚ್ಯಾ ಬಾಯ್ಕೊಕ್ ಸೊಡ್ತಾ ಅನಿ ದುಸ್ರ್ಯಾ ಬಾಯ್ಕೊಮನ್ಸಿಕ್ಡೆ ಲಗಿನ್ ಹೊತಾ. ತರ್ ತೊ ವೆಭಿಚಾರ್ ಕರ್‍ತಾ.” ಮಟ್ಲ್ಯಾನ್.