Matthew 2:1 — Compare Translations

7 translations compared side by side

Odia - 1840
"ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଦେଖିବା ପାଇଁ ପଣ୍ଡିତମାନଙ୍କ ଆଗମନ ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,
Odia IRV 2017 (ଓଡିଆ ବାଇବେଲ)
ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜುದೆಯಾ ಮನ್ತಲ್ಯಾ ಪ್ರಾಂತ್ಯಾಚ್ಯಾ ಬೆತ್ಲೆಹೆಮ್ ಮನ್ತಲ್ಯಾ ಗಾಂವಾತ್ ಜಲಮ್ಲೊ. ತನ್ನಾ ಥೈ ಹೆರೊದ್ ಮನ್ತಲೊ ರಾಜಾ ರಾಜ್ವಡ್ಕಿ ಚಾಲ್ವುಲಾಗಲ್ಲೊ. ತನ್ನಾ ದಿಸ್ ಉಗಾವ್ತಲ್ಯಾ ದಿಕ್ಕಾಕ್ನಾ ಚಿಕ್ಕಿಯಾಂಚ್ಯಾ ವಿಶಯಾತ್ ಶಿಕಲ್ಲಿ ಬುದ್ವಂತ್ ಲೊಕಾ ಜೆರುಜಲೆಮಾಕ್ ಯೆಲಿ.