Matthew 2:14 — Compare Translations
7 translations compared side by side
Odia - 1840
"ତେଣୁ ଯୋଷଫେ ଉଠିଲେ। ସେ ଶିଶୁ ଓ ତା' ମାଆଙ୍କୁ ଧରି ମିଶର ଦେଶକୁ ୟିବା ପାଇଁ ରାତି ରେ ବାହାରି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଇଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋସେଫ ସଙ୍ଗେ ସଙ୍ଗେ ଉଠି ଶିଶୁ ଓ ତାଙ୍କ ମାତାଙ୍କୁ ନେଇ ରାତାରାତି ମିସର ଅଭିମୁଖେ ଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಜೆ ಉಟ್ಲೊ, ಅನಿ ಬಾಳ್ಶ್ಯಾಕ್ ಅನಿ ಅವ್ಸಿಕ್ ಘೆವ್ನ್ ರಾತೊ-ರಾತ್ ಇಜಿಪ್ತಾಕ್ ಪಳುನ್ ಗೆಲೊ.