Matthew 2:15 — Compare Translations
7 translations compared side by side
Odia - 1840
"ସଠାେରେ ଯୋଷଫେ େ ହରୋଦଙ୍କ ମୃତ୍ଯୁ ପର୍ୟ୍ଯନ୍ତ ରହିଲେ। ପରମେଶ୍ବର ତାହାଙ୍କ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ବର କହିଥିଲେ, ମୁଁ ମାରେପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ଵାନ କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ସେଠାରେ ସେମାନେ ରହିଲେ। ଏସବୁ ଘଟିବା ଦ୍ୱାରା ଭାବବାଦୀଙ୍କର ଭବିଷ୍ୟବାଣୀ ସଫଳ ହେଲା। ସେ କହିଥିଲେ, “ମୋ’ ପୁତ୍ରଙ୍କୁ ମୁଁ ମିସର ଦେଶରୁ ଡ଼ାକି ନେଇ ଆସିଲି।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದ್ ರಾಜಾ ಮರಿ ಪತರ್ ತೆನಿ ಇಜಿಪ್ತಾತುಚ್ ರ್ಹಾಲ್ಯಾನಿ. ಅಶೆ ಸರ್ವೆಸ್ವರಾನ್ ಪ್ರವಾದ್ಯಾಚ್ಯಾ ತೊಂಡಾನಿತ್ನಾ “ಇಜಿಪ್ತಾತ್ನಾ ಮಿಯಾ ಮಾಜ್ಯಾ ಲೆಕಾಕ್ ಬಲ್ವುತಾ” ಮನುನ್ ಸಾಂಗಲ್ಲೆ ಖರೆ ಹೊಲೆ.