Matthew 2:19 — Compare Translations

7 translations compared side by side

Odia - 1840
"େ ହରୋଦଙ୍କ ମୃତ୍ଯୁ ପରେ ମିସର ରେ ୟୋସାଫଙ୍କୁ ସ୍ବପ୍ନ ରେ ପ୍ରଭୁ ପରମେଶ୍ବରଙ୍କର ଜଣେ ଦୂତ ଦଖାଦେେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେରୋଦଙ୍କ ମୃତ୍ୟୁ ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ଵପ୍ନରେ ଦର୍ଶନ ଦେଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦଙ୍କ ମୃତ୍ୟୁ ପରେ ପ୍ରଭୁଙ୍କ ଦୂତ ମିସରରେ ଯୋସେଫଙ୍କୁ ଦର୍ଶନ ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଓ ମରିୟମ ମିଶରରୁ ଫେରିଲେ ହେରୋଦଙ୍କ ମୃତ୍ୟୁ ପରେ ମିଶରରେ ଯୋଷେଫଙ୍କୁ ସ୍ୱପ୍ନରେ ପ୍ରଭୁ ପରମେଶ୍ୱରଙ୍କର ଜଣେ ଦୂତ ଦେଖା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದ್ ರಾಜಾ ಮರಲ್ಲ್ಯಾ ತನ್ನಾ ಸರ್ವೆಸ್ವರಾಚೊ ದುತ್ ಅನಿ ಎಗ್ದಾ ಇಜಿಪ್ತಾತ್ ಜುಜೆಕ್ ಸಪ್ನಾತ್ ದಿಸ್ಲೊ,