Matthew 2:21 — Compare Translations

7 translations compared side by side

Odia - 1840
"ତେଣୁ ୟୋ ସଫେ ପ୍ରସ୍ତୁତ ହେଲେ। ସେ ପିଲାଟିକୁ ଓ ତା ମାଆକୁ ନଇେ ଇଶ୍ରାୟେଲ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯୋସେଫ ଶିଶୁ ଯୀଶୁଙ୍କୁ ଓ ମରିୟମଙ୍କୁ ନେଇ ଇଶ୍ରାୟେଲ ଦେଶକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ପ୍ରସ୍ତୁତ ହେଲେ, ସେ ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುಜೆ ಬಾಳ್ಶ್ಯಾಕ್ ಅನಿ ತೆಚ್ಯಾ ಅವ್ಸಿಕ್ ಮರಿಕ್ ಘೆವ್ನ್ ಇಸ್ರಾಯೆಲಾಕ್ ಯೆಲೊ.