Matthew 2:22 — Compare Translations
7 translations compared side by side
Odia - 1840
"କିନ୍ତୁ ୟୋ ସଫେ ଶୁଣିଲେ ଯେ, େ ହରୋଦଙ୍କ ମୃତ୍ଯୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ୟିହୂଦା ରେ ରାଜା ହାଇେଛନ୍ତି। ତେଣୁ ସେ ସଠାେକୁ ୟିବାକୁ ଭୟ କଲେ। କିନ୍ତୁ ପରମେଶ୍ବରଙ୍କ ଠାରୁ ସ୍ବପ୍ନ ରେ ଆଦେଶ ପାଇ ୟୋ ସଫେ ଗାଲିଲୀ ପ୍ରଦେଶକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୁଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ହେରୋଦଙ୍କ ପରେ ତାଙ୍କ ପୁତ୍ର ଆରଖିଲାୟ, ଇହୁଦାର ରାଜା ହୋଇଛନ୍ତି ଶୁଣି ସେ ସେଠାକୁ ଯିବାକୁ ଭୟ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋଷେଫ ଶୁଣିଲେ ଯେ, ହେରୋଦଙ୍କ ମୃତ୍ୟୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ଯିହୂଦାରେ ରାଜା ହୋଇଛନ୍ତି। ତେଣୁ ସେ ସେଠାକୁ ଯିବାକୁ ଭୟ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ସ୍ୱପ୍ନରେ ଆଦେଶ ପାଇ ଯୋଷେଫ ଗାଲିଲୀ ପ୍ରଦେଶକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆರೊದಾಚ್ಯಾ ಜಾಗ್ಯಾರ್ ತೆಚೊ ಲೆಕ್ ಅರ್ಖೆಲಾವ್ ಜುದೆಯಾಚೊ ರಾಜಾ ಹೊಲಾ ಮನುನ್ ಆಯ್ಕುನ್ ಜುಜೆ ಬೆತ್ಲೆಹೆಮಾಕ್ ಜಾವ್ಕ್ ಭಿಂಯಾಲೊ, ಅನಿ ಸಪ್ನಾತ್ ತೆಕಾ ಸಾಂಗಲ್ಲ್ಯಾ ಸರ್ಕೆ ಗಾಲಿಲಿಯಾ ಪ್ರಾಂತ್ಯಾಕ್ ತೊ ಗೆಲೊ.