Matthew 2:23 — Compare Translations
7 translations compared side by side
Odia - 1840
"ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ଵାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, ସେ ନାଜରିତୀୟ ବୋଲି ଖ୍ୟାତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁନର୍ବାର ଅନ୍ୟ ପ୍ରକାର ସ୍ୱପ୍ନାଦେଶ ପାଇ ସେ ଗାଲିଲୀ ପ୍ରଦେଶର ନାଜରିତ ସହରରେ ଘର କରି ରହିଲେ। ଏଥିମଧ୍ୟରେ ଭାବବାଦୀଙ୍କର ନିମ୍ନଲିଖିତ ଗୋଟିଏ ଉକ୍ତି ସଫଳ ହେଲା। “ସେ ନାଜରିତୀୟ ବୋଲି ପରିଚିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ସେଠାରେ ପହଞ୍ଚି ନାଜରିତ ନାମକ ନଗରରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ୟାତ ହେବେବୋଲି ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିଲେ। ସେହି ବାକ୍ୟ ଅନୁସାରେ ଏହା ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, "ସେ ନାଜରିତୀୟ ବୋଲି ଖ୍ୟାତ ହେବେ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಥೈ ನಜರೆತ್ ಮನ್ತಲ್ಯಾ ಗಾಂವಾತ್ ರ್ಹಾಲೊ. ಅಶೆ “ತೆಕಾ ನಜರೆತ್ಕಾರ್ ಮನುನ್ ಬಲ್ವುತ್ಯಾತ್” ಮನುನ್ ಪ್ರವಾದ್ಯಾನಿ ಜೆಜುಚ್ಯಾ ವಿಶಯಾತ್ ಸಾಂಗಟಲ್ಲೆ ಖರೆ ಹೊಲೆ.