Matthew 2:3 — Compare Translations
7 translations compared side by side
Odia - 1840
"ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଶୁଣି ହେରୋଦ ରାଜା ଓ ତାଙ୍କ ସହିତ ସମୁଦାୟ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କର ଏହି କଥା ଶୁଣି ରାଜା ହେରୋଦ ଓ ଯିରୂଶାଲମର ସର୍ବସାଧାରଣ ବଡ଼ ବିଚଳିତ ହୋଇ ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ଉଦ୍ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಹೆರೊದ್ ರಾಜಾ ಲೈ ಬೆಜಾರ್ ಹೊಲೊ ಅನಿ ಜೆರುಜಲೆಮಾತ್ ಸಗ್ಳೆ ಜಾನಾ ಭಿಯಾನ್ ಭರ್ಲ್ಯಾನಿ.