Matthew 2:4 — Compare Translations
7 translations compared side by side
Odia - 1840
"େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦ ପ୍ରଧାନ ଯାଜକ ଓ ଧର୍ମଗୁରୁମାନଙ୍କୁ ଡ଼କାଇ ସେମାନଙ୍କୁ ପଚାରିଲେ, “ମସୀହ କେଉଁଠାରେ ଜନ୍ମ ହେବେ?”
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಾನ್ ಸಗ್ಳ್ಯಾ ಮುಖ್ಯ ಯಾಜಕಾಕ್ನಿ ಅನಿ ಮೊಯ್ಜೆಚಿ ಶಾಸ್ತರಾ ಶಿಕ್ವುತಲ್ಯಾಕ್ನಿ ಎಕಾಕ್ಡೆ ಬಲ್ವುಕ್ ಲಾವ್ಲ್ಯಾನ್, ಅನಿ “ಕ್ರಿಸ್ತ್ ಖೈ ಜಲಮ್ತಲೊ ಹಾಯ್?” ಮನುನ್ ಇಚಾರ್ಲ್ಯಾನ್.