Matthew 2:5 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ୟିହୂଦା ପ୍ରଦେଶର ବେଥ୍ଲହେିମ ନଗର ରେ। ଭବିଷ୍ଯଦ୍ବକ୍ତା ଶାସ୍ତ୍ର ରେ ଏସଂପର୍କ ରେ ଲେଖିଛନ୍ତି."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାଙ୍କୁ କହିଲେ, ଯିହୁଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ଵାରା ଏପରି ଲେଖାଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ଇହୁଦା ପ୍ରଦେଶର ବେଥ୍ଲେହିମରେ। ଏ ବିଷୟରେ ଜଣେ ଭାବବାଦୀ ଲେଖିଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଯିହୂଦା ପ୍ରଦେଶର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ। ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ಜುದೆಯಾಚ್ಯಾ ಬೆತ್ಲೆಹೆಮ್ ಮನ್ತಲ್ಯಾ ಗಾಂವಾತ್” ಮಟ್ಲ್ಯಾನಿ. ಕಶ್ಯಾಕ್ ಮಟ್ಲ್ಯಾರ್ ಹೆಚ್ಯಾ ವಿಶಯಾತ್ ಪ್ರವಾದ್ಯಾನ್,