Matthew 2:6 — Compare Translations
7 translations compared side by side
Odia - 1840
"' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗୋ ଯିହୁଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୁଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଉତ୍ପନ୍ନ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦାଦେଶର ବେଥ୍ଲେହିମ! ଇହୁଦାର ପ୍ରଧାନ ସହରମାନଙ୍କ ମଧ୍ୟରେ ତୁମେ ନିକୃଷ୍ଟ ନୁହଁ, କାରଣ ମୋର ଇଶ୍ରାୟେଲୀୟ ଲୋକମାନଙ୍କୁ ବଳାଇବା ନିମନ୍ତେ ତୁମଠାରୁ ଜଣେ ନେତା ଉତ୍ପନ୍ନ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଯିହୂଦା ପ୍ରଦେଶର ବେଥ୍ଲେହିମ! ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ, ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”
Odia IRV 2017 (ଓଡିଆ ବାଇବେଲ)
'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆಯಾಚ್ಯಾ ಬೆತ್ಲೆಹೆಮಾ, ಜುದಾಚ್ಯಾ ಅದಿಕಾರಾತ್ ತಿಯಾ ಬಾರಿಕ್ ಮನುನ್ ಯವ್ಜುನಕೊ. ತುಜ್ಯಾ ಭುತ್ತುರ್ನಾ ಯೆತಾ ಎಕ್ ಫುಡಾರಿ ಮಾಜ್ಯಾ ಇಸ್ರಾಯೆಲಾಚ್ಯಾ ಲೊಕಾಕ್ನಿ ಚಾಲ್ವುನ್ ಘೆವ್ನ್ ಜಾತಲೊ. ಮನುನ್ ಲಿವಲ್ಲೆ ಹಾಯ್, ಮನುನ್ ಸಾಂಗ್ಲ್ಯಾನಿ.