Matthew 2:7 — Compare Translations
7 translations compared side by side
Odia - 1840
"ତା'ପରେ େ ହରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସମାନେେ କେତବେେଳେ ପ୍ରଥମେ ସହେି ତାରା ଦେଖିଥିଲେ, ତାହାର ସଠିକ୍ ସମୟ େ ହରୋଦ ପଣ୍ଡିତମାନଙ୍କଠାରୁ ବୁଝି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାପରେ ହେରୋଦ ପଣ୍ତିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ସୂକ୍ଷ୍ମ ରୂପେ ବୁଝିନେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ହେରୋଦ ପୂର୍ବଦେଶର ଆଗନ୍ତୁକମାନଙ୍କୁ ଗୋଟିଏ ଗୁପ୍ତ ମନ୍ତ୍ରଣା ସଭାକୁ ଡ଼କାଇ ଠିକ୍ କେଉଁ ସମୟରେ ଉକ୍ତ ତାରା ଉଦିତ ହୋଇଥିଲା, ସେମାନଙ୍କଠାରୁ ବୁଝି ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହେରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସେମାନେ କେତେବେଳେ ପ୍ରଥମେ ସେହି ତାରା ଦେଖିଥିଲେ, ତାହାର ସଠିକ୍ ସମୟ ହେରୋଦ ପଣ୍ଡିତମାନଙ୍କଠାରୁ ବୁଝିନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।
Odia IRV 2017 (ଓଡିଆ ବାଇବେଲ)
ତା'ପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಹೆರೊದ್ ರಾಜಾನ್ ತ್ಯಾ ಭೆಟುಕ್ ಯೆಲ್ಲ್ಯಾಕ್ನಿ ಕಡೆಕ್ ಬಲ್ವುನ್ ಘುಟಾನ್ ತೆ ಚಿಕ್ಕಿ ದಿಸಲ್ಲೊ ಎಳ್ ಇಚಾರುನ್ ಘೆಟ್ಲ್ಯಾನ್.