Matthew 2:8 — Compare Translations
7 translations compared side by side
Odia - 1840
"େ ହରୋଦ ସମାନଙ୍କେୁ ବେଥ୍ଲହେିମ ପଠାଇଲେ ଓ କହିଲେ, ତୁମ୍ଭମାନେେ ବେଥ୍ଲହେିମ ଯାଇ ଶିଶୁଟି ବିଷୟ ରେ ଯତ୍ନ ଭାବରେ ଖାଜେ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତବେେ ମାେତେ ଜଣାଅ। ତା'ପରେ ମୁଁ ମଧ୍ଯ ଯାଇ ତାହାଙ୍କୁ ପ୍ରଣାମ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ଵନ୍ଧରେ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲା କ୍ଷଣି ଆମ୍ଭକୁ ସମ୍ଵାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନଙ୍କୁ ବେଥ୍ଲେହିମ ସହରକୁ ପଠାଇ କହିଲେ, “ଯାଅ, ସେହି ଶିଶୁଙ୍କୁ ଭଲ କରି ଖୋଜ ଏବଂ ତାଙ୍କୁ ପାଇଲେ ମୋତେ ଜଣାଅ, ମୁଁ ମଧ୍ୟ ଯାଇ ତାଙ୍କୁ ପୂଜା କରିବି।”
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ସେମାନଙ୍କୁ ବେଥ୍ଲେହିମ ପଠାଇଲେ ଓ କହିଲେ, “ତୁମ୍ଭେମାନେ ବେଥ୍ଲେହିମ ଯାଇ ଶିଶୁଟି ବିଷୟରେ ଯତ୍ନ ଭାବରେ ଖୋଜ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତେବେ ମୋତେ ଜଣାଅ। ତା’ପରେ ମୁଁ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, "ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತೆಂಕಾ “ಜಾವಾ ಅನಿ ತ್ಯಾ ಪೊರಾಕ್ ಬರೆ ಕರುನ್ ಹುಡ್ಕುನ್ ಕಾಡಾ ಅನಿ ಮಾಕಾಬಿ ಯೆವ್ನ್ ಸಾಂಗಾ, ಮಿಯಾಬಿ ಜಾವ್ನ್ ತೆಕಾ ಮಾನ್ ಕರುಕ್ ಪಾಜೆ” ಮನುನ್ ಸಾಂಗುನ್ ಬೆತ್ಲೆಹೆಮಾಕ್ ಧಾಡುನ್ ದಿಲ್ಯಾನ್.