Matthew 20:1 — Compare Translations
7 translations compared side by side
Odia - 1840
"ସ୍ବର୍ଗରାଜ୍ଯ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତକେ ଦ୍ରାକ୍ଷା ବଗିଚ଼ା ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷା ବଗିଚ଼ା ରେ କାମ କରିବା ପାଇଁ ଅନ୍ୟ କେତକେ ଶ୍ରମାକ ଆଣିବାକୁ ବାହାରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସ୍ଵର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ପ୍ରଭାତ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସ୍ୱର୍ଗରାଜ୍ୟ କିପରି, ଏହାର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଲୋକ ଦିନେ ଭୋର୍ରୁ ତା’ର ଦ୍ରାକ୍ଷା କ୍ଷେତରେ କାମ କରିବା ପାଇଁ ମୂଲିଆ ଖୋଜିବାକୁ ବାହାରିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶ୍ରମିକମାନଙ୍କର କାହାଣୀ କହିଲେ “ସ୍ୱର୍ଗରାଜ୍ୟ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତେକ ଦ୍ରାକ୍ଷା ବଗିଗ୍ଭ ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷାବଗିଗ୍ଭରେ କାମ କରିବା ପାଇଁ ଅନ୍ୟ କେତେକ ଶ୍ରମିକ ଆଣିବାକୁ ବାହାରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, ಸರ್ಗಾಚೊ ರಾಜ್ ಮಟ್ಲ್ಯಾರ್ ಅಶೆ. ಎಗ್ದಾ ಎಕ್ ಮಾನುಸ್ ಸಕ್ಕಾಳಿ ಫಿಡೆ ಅಪ್ನಾಚ್ಯಾ ದರಾಕ್ಷಿಚ್ಯಾ ಮಳ್ಯಾತ್ ಕಾಮಾಕ್ ಯೆತಲಿ ಆಳಾ ಹುಡ್ಕುಕ್ ಮನುನ್ ಜಾತಾ.