Matthew 20:11 — Compare Translations

7 translations compared side by side

Odia - 1840
"ସମାନେେ ଗୋଟିଏ ଗୋଟିଏ ରେ ୗପ୍ୟମୁଦ୍ରା ନଇେସାରି ଜମିଦାରଙ୍କ ଆଗ ରେ ଯାଇ ଏ ବିଷୟ ରେ ଅଭିଯୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହା ପାଇ ସେମାନେ ଗୃହକର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଏକତ ନେଇ ମାଲିକ ବିରୁଦ୍ଧରେ ଅସନ୍ତୋଷ ପ୍ରକାଶ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇସାରି ଜମିଦାରଙ୍କ ଆଗରେ ଯାଇ ଏ ବିଷୟରେ ଅଭିଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହା ପାଇ ସେମାନେ ଘରର ଅଧିକାରୀଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆ ಘೆಟ್ಲ್ಯಾನಿ ಅನಿ ಮಾಲ್ಕಾಚ್ಯಾ ವರ್‍ತಿ ಪುರ್‍ವುರುಕ್‍ಲಾಗ್ಲ್ಯಾನಿ.ಅನಿ,