Matthew 20:13 — Compare Translations
7 translations compared side by side
Odia - 1840
"ଜମିଦାର ସହେି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, 'ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ଯାୟ କରିନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରେ ୗପ୍ୟମୁଦ୍ରା ନଇେ କାମ କରିବ ବୋଲି ମାେ ସାଙ୍ଗ ରେ ରାଜି ହାଇେ ନଥିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋʼ ସାଙ୍ଗରେ ଆଠ ଅଣାଟିଏ ଚୁକ୍ତି କରି ନ ଥିଲୁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ମାଲିକ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଇ କହିଲେ, ‘ବନ୍ଧୁ! ମୁଁ ତୁମକୁ ଠକି ନାହିଁ। ଦିନକର ମଜୁରୀ ଗୋଟିଏ ମୁଦ୍ରା ନେଇ କାମ କରିବାକୁ ତୁମେ ସମସ୍ତେ ତ ରାଜି ହୋଇଥିଲ।
Odia Bible ERV 2004 (ପବିତ୍ର ବାଇବଲ)
“ଜମିଦାର ସେହି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, ‘ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ୟାୟ କରି ନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇ କାମ କରିବ ବୋଲି ମୋ’ ସାଙ୍ଗରେ ରାଜି ହୋଇ ନ ଥିଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಮಾಲ್ಕಾನ್, ತೆಂಚ್ಯಾತ್ಲ್ಯಾ ಎಕ್ಲ್ಯಾಕ್, ಮಾಜ್ಯಾ ದೊಸ್ತಾ, ಮಿಯಾ ತುಕಾ ಅನ್ನ್ಯಾಯ್ ಕರುಕ್ ನಾ. ಎಕ್ ದಿಸಾಚಿ ಮಜುರಿ ಎಕ್ ಚಾಂದಿಚೊ ಪೈಸೊ ಮನುನ್ ಮಿಯಾ ತುಕಾ ಸಾಂಗಟಲ್ಲೊ.