Matthew 20:15 — Compare Translations

7 translations compared side by side

Odia - 1840
"ମାେ ଧନକୁ ମାରେ ଯଭେଳି ଇଚ୍ଛା ହବେ, ସଭେଳି ଖର୍ଚ୍ଚ କରିବାର ଅଧିକାର କ'ଣ ମାରେନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ'ଣ ତୁମ୍ଭେ ଈର୍ଷା କରିଛ କି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଜ ସମ୍ପତ୍ତିକି ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ନିଜ ଧନ ଯେମିତି ଇଚ୍ଛା ସେମିତି ଖର୍ଚ୍ଚ କରିବାକୁ କ’ଣ ମୋର ଅଧିକାର ନାହିଁ? ନା ମୁଁ ଟିକେ ବଦାନ୍ୟ ହେଉଛି ବୋଲି ତୁମେ ମୋତେ ଈର୍ଷା କରୁଛ’?”
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’
Odia IRV 2017 (ଓଡିଆ ବାଇବେଲ)
ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆ ಸ್ವತಾಚೆ ಪೈಸೆ ಮಿಯಾ ಮಾಕಾ ಪಾಜೆ ತಸೆ ಕರುಕ್ ಮಾಕಾ ಹಕ್ಕ್ ನಾ ಕಾಯ್? ಅನಿ ಎಕ್ಲ್ಯಾಕ್ ಬರೆ ಕರ್‍ತಲೆ ಬಗುನ್ ಪೊಟಾತ್ ಜಳುಲಾ ಕಾಯ್‍? ಮನುನ್ ಸಾಂಗಟ್ಲ್ಯಾನ್.