Matthew 20:16 — Compare Translations
7 translations compared side by side
Odia - 1840
"ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶଷେ ରେ ଅଛନ୍ତି, ଭବିଷ୍ଯତ ରେ ସମାନେେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ଶଷେ ସ୍ଥାନ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ଶେଷରେ ଥିବା ଲୋକେ ପ୍ରଥମ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଦୃଷ୍ଟାନ୍ତ କଥା ଶେଷ କରି ଯୀଶୁ କହିଲେ, “ଯେଉଁମାନେ ବର୍ତ୍ତମାନ ପଛରେ ଅଛନ୍ତି, ସେମାନେ ଆଗକୁ ଆସିବେ ଏବଂ ଯେଉଁମାନେ ଆଗରେ ଅଛନ୍ତି, ସେମାନେ ପଛରେ ପଡ଼ିଯିବେ।”
Odia Bible ERV 2004 (ପବିତ୍ର ବାଇବଲ)
“ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶେଷରେ ଅଛନ୍ତି, ଭବିଷ୍ୟତରେ ସେମାନେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁ ଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନ ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
Odia IRV 2017 (ଓଡିଆ ବାଇବେଲ)
ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ ಜೆ ಕೊನ್ ಫಿಡೆ ಹಾತ್ ತೆನಿ ಫಾಟಿ ಹೊತ್ಯಾತ್, ಅನಿ ಜೆ ಕೊನ್ ಫಾಟಿ ಹಾತ್ ತೆನಿ ಫಿಡೆ ಹೊತ್ಯಾತ್” ಮನುನ್ ಸಾಂಗಟ್ಲ್ಯಾನ್.