Matthew 20:17 — Compare Translations
7 translations compared side by side
Odia - 1840
"ଯୀଶୁ ୟିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ଯ ତାହାଙ୍କ ସହିତ ଥିଲେ। ସମାନେେ ଚ଼ାଲିକରି ଯାଉଥିବା ସମୟରେ ଯୀଶୁ ସହେି ବାରଜଣ ଶିଷ୍ଯଙ୍କୁ ଗୋଟିଏ ପାଖକୁ ଡ଼ାକିନଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ଵାଦଶଙ୍କୁ ଅନ୍ତର କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯିରୁଶାଲମକୂ ଯିବା ବାଟରେ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକିନେଇ ଏକାନ୍ତରେ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାଙ୍କ ନିଜ ମୃତ୍ୟୁ ବିଷୟରେ କହିଲେ ଯୀଶୁ ଯିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ୟ ତାହାଙ୍କ ସହିତ ଥିଲେ। ସେମାନେ ଗ୍ଭଲିକରି ଯାଉଥିବା ସମୟରେ ଯୀଶୁ ସେହି ବାରଜଣ ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡାକିନେଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜೆರುಜಲೆಮಾಕ್ಡೆ ಜವ್ಲಾಗಲ್ಲೊ. ತನ್ನಾ ತೆಚಿ ಬಾರಾ ಶಿಸಾಬಿ ತೆಚ್ಯಾ ವಾಂಗ್ಡಾ ಹೊತ್ತಿ. ಜಾತಾಜಾನಾಚ್ ತೆನಿ ಅಪ್ನಾಚ್ಯಾ ಶಿಸಾಕ್ನಿ ಎವ್ಡೆಚ್ ಕಡೆಕ್ ಬಲ್ವುನ್ ಘೆಟ್ಲ್ಯಾನ್, ಅನಿ ತೆಂಕಾ,