Matthew 20:18 — Compare Translations
7 translations compared side by side
Odia - 1840
"ଶୁଣ, ଆମ୍ଭମାନେେ ୟିରୁଶାଲମକୁ ଯାଉଛୁ। ମନୁଷ୍ଯପୁତ୍ରଙ୍କୁ ସଠାେରେ ପ୍ରଧାନ ଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତ ରେ ଦଇେ ଦିଆୟିବ। ସମାନେେ ତାହାଙ୍କୁ ମୃତ୍ଯୁଦଣ୍ଡ ଦବୋକୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀ-ମାନଙ୍କ ହସ୍ତରେ ସମର୍ପିତ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣ, ଆମେ ଯିରୂଶାଲମକୁ ଯାଉଛୁ। ସେଠାରେ ମନୁଷ୍ୟପୁତ୍ର ମୁଖ୍ୟ ଯାଜକ ଓ ଧର୍ମଗୁରୁମାନଙ୍କ ହାତରେ ସମର୍ପିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
“ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಆಯ್ಕಾ! ಅತ್ತಾ ಅಮಿ ಜೆರುಜಲೆಮಾ ಪತರ್ ಜಾವ್ಕ್ ಲಾಗ್ಲಾಂವ್. ಥೈ ಮಾನ್ಸಾಚ್ಯಾ ಲೆಕಾಕ್ ಧರುನ್ ಮುಖ್ಯ ಯಾಜಕಾಂಚ್ಯಾ ಮುಖಂಡಾಂಚ್ಯಾ ಅನಿ ಶಾಸ್ತರಾ ಶಿಕ್ವುತಲ್ಯಾಂಚ್ಯಾ ಹಾತಾತ್ ದಿತ್ಯಾತ್. ತೆನಿ ತೆಕಾ ಮರ್ನಾಚಿ ಶಿಕ್ಷಾ ದಿತ್ಯಾತ್.