Matthew 20:19 — Compare Translations

7 translations compared side by side

Odia - 1840
"ସମାନେେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତ ରେ ଦଇେ ଦବେେ। ସହେି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ା ରେ ପିଟିବେ ଏବଂ ଗୋଟିଏ କୃଶ ରେ ଚ଼ଢ଼ଇେ ତାହାଙ୍କୁ ମାରି ଦବେେ। କିନ୍ତୁ ମୃତ୍ଯୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ ପ୍ରାଣଦଣ୍ଡାଜ୍ଞା ଦେବେ ଓ ବିଜାତୀୟ ଅଣଯିହୁଦୀମାନଙ୍କ ହାତରେ ଛାଡ଼ି ଦେବେ। ବିଜାତୀୟମାନେ ତାଙ୍କୁ ପରିହାସ କରିବେ, କୋରଡ଼ା ପ୍ରହାର କରିବେ ଓ କ୍ରୁଶରେ ଚଢ଼ାଇବେ। କିନ୍ତୁ ତିନି ଦିନ ପରେ ସେ ପୁନର୍ଜୀବିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତରେ ଦେଇଦେବେ, ସେହି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ାରେ ପିଟିବେ ଏବଂ ଗୋଟିଏ କ୍ରୁଶରେ ଚଢ଼ାଇ ତାହାଙ୍କୁ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾನಾ ತೆನಿ ತೆಕಾ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾ ಹಾತಾತ್ ದಿತ್ಯಾತ್. ತೆನಿ ತೆಕಾ ಎಡ್ಸಡ್ತಾತ್, ಬಾರ್‍ಕೊಲಾನಿ ಮಾರ್‍ತ್ಯಾತ್ ಅನಿ ಕುರ್ಸಾರ್ ಮಾರ್‍ತ್ಯಾತ್. ಖರೆ ತಿನ್ ದಿಸಾಂಚ್ಯಾ ಮಾನಾ ತೊ ಝಿತ್ತೊ ಹೊವ್ನ್ ಉಟುನ್ ಯೆತಾ.” ಮನುನ್ ಸಾಂಗಟ್ಲ್ಯಾನ್.