Matthew 20:21 — Compare Translations

7 translations compared side by side

Odia - 1840
"ଯୀଶୁ ପଚ଼ାରିଲେ, ତୁମ୍ଭେ କ'ଣ ଚ଼ାହୁଁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଇଚ୍ଛା କରୁଅଛ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣେ ବାମ ପାର୍ଶ୍ଵରେ ବସନ୍ତି, ଏହା ଆଜ୍ଞା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ପଚାରିଲେ, “କ’ଣ ଚାହୁଁଛ?” ସେ କହିଲା, “ଆପଣ ଯେତେବେଳେ ରାଜା ହେବେ, ମୋର ଏହି ଦୁଇ ପୁଅଙ୍କୁ ଆପଣଙ୍କ ଡ଼ାହାଣ ଓ ବାମ ପାଖରେ ବସାଇବେ ବୋଲି କଥା ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?” ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଅଛ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತಿಕಾ “ಕಾಯ್ ತೆ?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ತೆನಿ ಜೆಜುಕ್,“ತಿಯಾ ರಾಜಾ ಹೊಲ್ಲ್ಯಾ ತನ್ನಾ ಹ್ಯಾ ಮಾಜ್ಯಾ ದೊನಿಬಿ ಲೆಕಾಕ್ನಿ ಎಕ್ಲ್ಯಾಕ್ ತುಜ್ಯಾ ಉಜ್ವ್ಯಾ ಬಾಜುಕ್ ಅನಿ ಎಕ್ಲ್ಯಾಕ್ ಡಾವ್ಯಾ ಬಾಜುಕ್ ಬಸ್ವುತಾ ಮನುನ್ ಮಾಕಾ ಗೊಸ್ಟ್ ದಿ.” ಮಟ್ಲಿನ್.