Matthew 20:23 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭମାନେେ ମଧ୍ଯ ପ୍ରକୃତ ରେ ସହେିଭଳି ଯାତନା ଭୋଗ କରିବ। କିନ୍ତୁ ମାରେଡ଼ାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମାରେ ନାହିଁ। କାରଣ, କିଏ କେଉଁଠା ରେ ବସିବେ, ତାହା ମାରେ ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସମାନଙ୍କେ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସମାନେେ ସହେି ସ୍ଥାନ ରେ ବସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କହିଲେ, ପାରୁ । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ଵରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ଵାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ବାସ୍ତବିକ ତୁମେ ମୋର ସେହି ପାନପାତ୍ରରୁ ପିଇବ। କିନ୍ତୁ ମୋର ଦକ୍ଷିଣ ଓ ବାମରେ ବସିବା ପାଇଁ କାହାକୁ ମନୋନୀତ କରିବା ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ମୋର ପିତା ସେହି ସ୍ଥାନ ପ୍ରସ୍ତୁତ କରିଛନ୍ତି, ତାହା କେବଳ ସେମାନଙ୍କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, ପାରୁ । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ,“ ತುಮಿ ಮಿಯಾ ಫಿತಲ್ಯಾ ಕಸ್ಟಾಚ್ಯಾ ಆಯ್ದಾನಾತ್ಲೆ ತುಮಿ ಫಿತ್ಯಾಶಿ ತೆ ಖರೆ ಹಾಯ್. ಖರೆ ಕೊನ್ ಮಾಜ್ಯಾ ಉಜ್ವ್ಯಾಬಾಜುಕ್ ಅನಿ ರೊಡ್ಡ್ಯಾ ಬಾಜುಕ್ ಬಸ್ತಲೆ ಮನುನ್ ಎಚುನ್ ಕಾಡ್ತಲೊ ಅದಿಕಾರ್ ಮಾಕಾ ನಾ. ಜೆ ಕೊನಾಕ್ ತೊ ಜಾಗೊ ಮಾಜ್ಯಾ ಬಾಬಾನ್ ತಯಾರ್ ಕರುನ್ ಥವ್ಲ್ಯಾನಾಯ್ ತೆಂಕಾ ತೊ ಗಾವ್ತಾ.” ಮನುನ್ ಸಾಂಗಟ್ಲ್ಯಾನ್.