Matthew 20:24 — Compare Translations

7 translations compared side by side

Odia - 1840
"ଅନ୍ୟ ଦଶଜଣ ଶିଷ୍ଯ ଏ କଥା ଶୁଣି ସହେି ଦୁଇଭାଇଙ୍କ ଉପରେ ରାଗିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଦଶ ଜଣ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଅନ୍ୟ ଶିଷ୍ୟମାନେ ଏହି କଥା ଶୁଣିଲେ, ସେହି ଦୁଇ ଭାଇ ଉପରେ ରାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦଶ ଜଣ ଶିଷ୍ୟ ଏ କଥା ଶୁଣି ସେହି ଦୁଇଭାଇଙ୍କ ଉପରେ ରାଗିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಲ್ಯಾ ಧಾ ಶಿಸಾನಿ ಹೆ ಆಯಿಕ್ಲ್ಯಾನಿ. ತನ್ನಾ ತೆಕಾ ಹ್ಯಾ ದೊನ್ ಭಾವಾಂಚ್ಯಾ ವರ್‍ತಿ ರಾಗ್ ಯೆಲೊ.