Matthew 20:25 — Compare Translations

7 translations compared side by side

Odia - 1840
"ଯୀଶୁ ସବୁ ଶିଷ୍ଯଙ୍କୁ ଏକାଠି ଡ଼ାକି କହିଲେ, ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସମାନଙ୍କେ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ଯ ଜାଣ ଯେ, ସମାନଙ୍କେର ମହତ୍ତ୍ବପୂର୍ଣ୍ଣ ନେତାମାନେ ସମାନଙ୍କର କତ୍ତୃର୍ତ୍ବ ସମାନଙ୍କେ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ବିଜାତିମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ମହାନ୍ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ଏକତ୍ରିତ କରି କହିଲେ, “ତୁମେ ଜାଣ, ଏହି ଜଗତର ରାଜାମାନେ ଅନ୍ୟମାନଙ୍କ ଉପରେ ପ୍ରଭୁପଣ ବିସ୍ତାର କରିଥାନ୍ତି ଓ ବଡ଼ ବଡ଼ ନେତାମାନେ ମଧ୍ୟ ଅନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଅଣଯିହୂଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಜೆಜುನ್ ತೆಂಕಾ ಸಗ್ಳ್ಯಾಕ್ನಿ ಎಕಾಕ್ಡೆ ಬಲ್ವುಲ್ಯಾನ್. ಅನಿ “ಖಲ್ಯಾಬಿ ಜುದೆವ್ ನ್ಹಯ್ ಹೊತ್ತೆ ಅದಿಕಾರಿ ಅಪ್ನಾ ವರ್‍ತಿ ಎಕ್ ಅದಿಕಾರ್ ಹಾಯ್ ಅನಿ ತೆಂಚ್ಯಾ ಮುಖಂಡಾಕ್ನಿ ಸಗ್ಳೆ ಕರ್‍ತಲೊ ಅದಿಕಾರ್ ಹಾಯ್ ಮನುನ್ ತುಮ್ಕಾ ಗೊತ್ತ್ ಹಾಯ್.