Matthew 20:28 — Compare Translations

7 translations compared side by side

Odia - 1840
"ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେପରି ମନୁଷ୍ୟପୁତ୍ର ସେବା ପାଇବା ପାଇଁ ଆସି ନାହାନ୍ତି - ସେବା କରି ଅନ୍ୟମାନଙ୍କର ମୁକ୍ତି ପାଇଁ ନିଜର ପ୍ରାଣ ବିସର୍ଜନ କରିବାକୁ ଆସିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಲೊಕಾನಿಕ್ನಾ ಸೆವಾ ಕರುನ್ ಘೆವ್ಕ್ ಮನುನ್ ಯೆವ್ಕ್ ನಾ. ತೊ ಸೆವಾ ಕರುಕ್ ಅನಿ ಲೈ ಲೊಕಾಂಚ್ಯಾ ಸಾಟ್ನಿ ಜಿವ್ ದಿವ್ನ್ ತೆಂಕಾ ಸುಟ್ಕಾ ದಿವ್ಚೆ ಮನುನ್ ಯೆಲಾ!” ಮನುನ್ ಸಾಂಗಟ್ಲ್ಯಾನ್.