Matthew 20:29 — Compare Translations

7 translations compared side by side

Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୀଖୋରୁ ଗଲା ବେଳେ ବହୁ ସଂଖ୍ଯା ରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯିରୀଖୋରୁ ବାହାରିଯିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ଶିଷ୍ୟମାନଙ୍କ ସହିତ ଯିରୀହୋ ସହର ଛାଡ଼ି ଯିବାବେଳେ ଅନେକ ଲେଶକ ତାଙ୍କ ପଛେ ପଛେ ଚାଲିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦୁଇଜଣ ଅନ୍ଧଙ୍କୁ ସୁସ୍ଥ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯିରୀହୋରୁ ବାହାରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ ಜೆರಿಕೊ ಸೊಡುನ್ ಜಾತಾನಾ. ಲೊಕಾಂಚೊ ಎಕ್ ಮೊಟೊ ತಾಂಡೊ ತೆಂಚ್ಯಾ ಫಾಟ್ನಾ ಹೊತ್ತೊ.