Matthew 20:3 — Compare Translations

7 translations compared side by side

Odia - 1840
"ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସଠାେରେ କେତକେ ଶ୍ରମିକଙ୍କୁ ଠିଆ ହାଇେଥିବାର ଦେଖିଲେ। ସମାନଙ୍କେ ପାଖ ରେ କିଛି କାମ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରାୟ ନଅଟା ସମୟରେ ସେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଦିନ ନଅଟାବେଳେ ବଜାରକୁ ଯାଇ ଦେଖିଲା, ଦଳେ ଲୋକ ନିଷ୍କର୍ମା ହୋଇ ଠିଆ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସେଠାରେ କେତେକ ଶ୍ରମିକଙ୍କୁ ଠିଆ ହୋଇଥିବାର ଦେଖିଲେ। ସେମାନଙ୍କ ପାଖରେ କିଛି କାମ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅನಿ ಎಗ್ದಾ ನ್ಹವ್ ಘಂಟ್ಯಾಕ್ ತೊ ಬಾಜಾರಾತ್ ಗೆಲೊ. ಅನಿ ಕಾಯ್ಬಿ ಕಾಮ್ ನಸ್ತಾನಾ ಇಬೆ ಹೊತ್ತ್ಯಾ ಉಲ್ಲ್ಯಾಸ್ಯಾ ಲೊಕಾಕ್ನಿ ತೆನಿ ಬಗಟ್ಲ್ಯಾನ್.