Matthew 20:30 — Compare Translations
7 translations compared side by side
Odia - 1840
"ରାସ୍ତା ପାଖ ରେ ଦୁଇଜଣ ଅନ୍ଧ ବସିଥିଲେ। ସମାନେେ ଶୁଣିଲେ ଯେ ଯୀଶୁ ସେ ବାଟ ଦଇେ ଯାଉଛନ୍ତି। ସମାନେେ ପାଟି କଲେ, ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ପଥ ପାର୍ଶ୍ଵରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାସ୍ତାକଡ଼ରେ ବସିଥିବା ଦୁଇଜଣ ଅନ୍ଧ, ଯୀଶୁ ସେବାଟେ ଆସୁଛନ୍ତି ବୋଲି ଶୁଣି ଉଚ୍ଚସ୍ୱରରେ ଡ଼ାକିଲେ, “ହେ ପ୍ରଭୁ, ଦାଉଦ ସନ୍ତାନ। ଆମକୁ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ರಸ್ತ್ಯಾಚ್ಯಾ ದಂಡೆಕ್ ಬಸಲ್ಲ್ಯಾ ದೊಗ್ಯಾ ಕುಡ್ಡ್ಯಾನಿ ಜೆಜು ಹಿತ್ನಾ ಪಾರ್ ಹೊವ್ನ್ ಜಾವ್ಕ್ ಲಾಗ್ಲಾ ಮನ್ತಲೆ ಆಯ್ಕುನ್, “ಧನಿಯಾ, ದಾವಿದಾಚ್ಯಾ ಲೆಕಾ ಅಮ್ಚೆ ವರ್ತಿ ದಯಾ ದಾಕ್ವು!” ಮನುನ್ ಬೊಬ್ ಮಾರುಕ್ ಚಾಲು ಕರ್ಲ್ಯಾನಿ.